//BREAKING//
Loading...

ମମତା ମହାନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ

 


ଭୁବନେଶ୍ବର: ମମତା ମହାନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ମମତାଙ୍କ ନାଁ ଘୋଷଣା କରିଛି ବିଜେପି । ନିକଟରେ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ ମମତା ।ଆଜି ମମତାଙ୍କ ନାଁରେ ମୋହର ମାରିଛି ବିଜେପିର କେନ୍ଦ୍ରୀୟ ନେତୃତ୍ୱ । ରାଜ୍ୟସଭା ପ୍ରାର୍ଥୀ ଭାବେ ତାଙ୍କୁ ଚୟନ କରାଯାଇଥିବାରୁ ସେ ଓଡ଼ିଶା ପାଇଁ କାମ କରିବେ ବୋଲି କହିଛନ୍ତି ମମତା ମହାନ୍ତ ।

Post a Comment

Previous Post Next Post

ଉତ୍ସର୍ଗ ନ୍ୟୁଜ ଆରମ୍ଭ ମାତ୍ର

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe